ଆଜିର ଖବର ଭୁବନେଶ୍ୱର ସମେତ ବିଭିନ୍ନ ରାଜ୍ୟର ୩୪ଟି ସହରକୁ ମିଳିଲା ସମ୍ଭାବନାପୂର୍ଣ୍ଣ ସ୍ୱଚ୍ଛ ସହର ପୁରସ୍କାର ଦେଶର ସ୍ୱଚ୍ଛ ସହରଗୁଡ଼ିକର ତାଲିକା ପ୍ରକାଶ ପାଇଛି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ନୂଆଦିଲ୍ଲୀର ବିଜ୍ଞାନ ଭବନରେ ଆବାସ ଏବଂ ସହରାଞ୍ଚଳ ବ୍ୟାପାର ମନ୍ତ୍ରଣାଳୟ (ଏମଓଏଚୟୁଏ) ଦ୍ୱାରା ଆୟୋଜିତ…