ଆଜିର ଖବର ବିଶ୍ଵ କପ୍ ଜିତିଲେ ପ୍ରତି ଭାରତୀୟ ଖେଳାଳିଙ୍କୁ ମିଳିବ କୋଟିଏ ଟଙ୍କା, ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ରାଉରକେଲା: ବିଶ୍ଵ କପ୍ ଜିତିଲେ ପ୍ରତି ଭାରତୀୟ ଖେଳାଳିଙ୍କୁ ଏକ କୋଟି ଟଙ୍କା ଲେଖାଏଁ ଦିଆଯିବ। ଏହି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଆଜି ରାଉରକେଲାରେ…