ଆଜିର ଖବର ଏହି ୩ ଟି ଷ୍ଟେସନରେ ଟ୍ରେନଗୁଡ଼ିକର ହେଲା ପରୀକ୍ଷାମୂଳକ ରହଣି ଭୁବନେଶ୍ୱର: ଦୀର୍ଘ ଦିନର ଜନସାଧାରଣଙ୍କ ଦାବିକୁ ଦୃଷ୍ଟିରେ ରଖି ଏବଂ ଏହି ଅଞ୍ଚଳରେ ରେଳ ସଂଯୋଗୀକରଣକୁ ଉନ୍ନତ କରିବା ଉଦ୍ଦେଶ୍ୟରେ ରେଳ ମନ୍ତ୍ରଣାଳୟ ହରିଶ୍ଚନ୍ଦ୍ରପୁରମ ପିଏଚ୍, ମନ୍ଦାସା…