ବିଶେଷ ଖବର ହୀରାକୁଦ ବାସଚ୍ୟୁତ ଲୋକଙ୍କ ଜମି ସମସ୍ୟାର ସମାଧାନ ପାଇଁ ହେବ ହାଇଟେକ୍ ସର୍ଭେ ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଐତିହାସକ ନିଷ୍ପତ୍ତି ନେଇ ବିଭିନ୍ନ ସ୍ଥାନରେ ଜମି ସମସ୍ୟାର ସମାଧାନ କରାଯାଇ ଲୋକଙ୍କୁ ପଟ୍ଟା ଦେବାପାଇଁ ନୀତିଗତ ନିଷ୍ପତ୍ତି ନେଇଛନ୍ତି।…