ଆଜିର ଖବର ‘ନିଶାମୁକ୍ତ ଓଡ଼ିଶା ଅଭିଯାନ’: ୨୨୫ କୋଟି ମୂଲ୍ୟର ହାଶିଶ ତେଲ ଓ ୫ କୋଟିର ଗଞ୍ଜେଇ ଜବତ ଭୁବନେଶ୍ଵର: ଆଜି କୋରାପୁଟ ଜିଲ୍ଲା ପୋଲିସ ନିଶାଦ୍ରବ୍ୟ ବିରୋଧୀ ଅଭିଯାନରେ ଏକ ଉଲ୍ଲେଖନୀୟ ସଫଳତା ହାସଲ କରିଛି। ଓଡ଼ିଶା–ଆନ୍ଧ୍ରପ୍ରଦେଶ ସୀମା ନିକଟସ୍ଥ ପାଡୁଆ ଥାନା ଅଧୀନ ଝୋଲାପୁଟ…