ହିଣ୍ଡାଲକୋ ମିନାକ୍ଷୀ କୋଇଲା ଖଣି

ଭୁବନେଶ୍ୱର: ହିଣ୍ଡାଲ୍କୋ ମିନାକ୍ଷୀ କୋଇଲା ଖଣି ପକ୍ଷରୁ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଦନ୍ତ ସ୍ୱାସ୍ଥ୍ୟ ସମ୍ପର୍କିତ ସଚେତନତା ସୃଷ୍ଟି କରିବା ଉଦ୍ଧେଶ୍ୟରେ ଏକ ସଚେତନତା ଶିବିର ଆୟୋଜିତ ହୋଇଯାଇଛି।…