ୟୁଜି ଶିକ୍ଷାବୃତ୍ତି

ମୁମ୍ବାଇ/ ଭୁବନେଶ୍ୱର: ରିଲାଏନ୍ସ ଫାଉଣ୍ଡେସନ ଅଣ୍ଡରଗ୍ରାଜୁଏଟ୍ (ୟୁଜି) ଶିକ୍ଷାବୃତ୍ତି ୨୦୨୩-୨୪ ପାଇଁ ଦେଶବ୍ୟାପୀ ଆବେଦନ ମଧ୍ୟରୁ ୫ ହଜାର ଛାତ୍ରଛାତ୍ରୀଙ୍କୁ ଚୟନ କରାଯାଇଛି। ଏହି ଶିକ୍ଷାବୃତ୍ତିର ଫଳାଫଳ…