ଜାତୀୟ ଖବର ୨୪ ତମ ଜାତୀୟ ପାରା ଆଥଲେଟିକ୍ ଚାମ୍ପିୟାନସିପ ଉଦଯାପିତ, ପୁରସ୍କୃତ କଲେ ମୁଖ୍ୟମନ୍ତ୍ରୀ ଭୁବନେଶ୍ବର: ୨୪ ତମ ଜାତୀୟ ପାରା ଆଥଲେଟିକ୍ ଚାମ୍ପିୟାନସିପ ଆଜି ସ୍ଥାନୀୟ କଳିଙ୍ଗ ଷ୍ଟାଡିଅମ ଠାରେ ଉଦଯାପିତ ହୋଇଯାଇଛି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ…