ଅଏଲ୍‌ ପାମ୍‌ ଜିଲ୍ଲା

ଭୁବନେଶ୍ୱର: ରାଜ୍ୟରେ କାର୍ଯ୍ୟକାରୀ ହେଉଥିବା ନ୍ୟାସନାଲ୍‌ ମିଶନ ଅଫ୍‌ ଏଡିବୁଲ୍‌ ଅଏଲ୍‌-ଅଏଲ୍‌ ପାମ୍‌ କାର୍ଯ୍ୟକ୍ରମରେ ନୂଆପଡ଼ା ଜିଲ୍ଲାକୁ ସମ୍ଭାବ୍ୟ ଅଏଲ୍‌ ପାମ୍‌ ଜିଲ୍ଲା ତାଲିକାରେ ଅନ୍ତର୍ଭୁକ୍ତ କରାଯାଇଛି।…