ବିଶେଷ ଖବର ଅକ୍ଟୋବର ୧୭ ରେ ହେବ କଂଗ୍ରେସ ସଭାପତି ପଦ ପାଇଁ ନିର୍ବାଚନ, ୧୯ ରେ ଭୋଟ୍ ଗଣନା ନୂଆଦିଲ୍ଲୀ: କଂଗ୍ରେସ ସଭାପତି ନିର୍ବାଚନ ପାଇଁ ତାରିଖ ଘୋଷଣା କରାଯାଇଛି। ସୂଚନା ଅନୁଯାୟୀ, ଅକ୍ଟୋବର ୧୭ ତାରିଖରେ କଂଗ୍ରେସ ସଭାପତି ପଦ ପାଇଁ ନିର୍ବାଚନ ଅନୁଷ୍ଠିତ ହେବ।…