ଆଜିର ଖବର ଆନ୍ତର୍ଜାତିକ ଫିଲ୍ମ ଉତ୍ସବ ଲାଗି ମିଡିଆ ଅଧିସ୍ୱୀକୃତି ସମୟ ସୀମା ବୃଦ୍ଧି ନୂଆଦିଲ୍ଲୀ: ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ପକ୍ଷରୁ ୫୭ତମ ଆନ୍ତର୍ଜାତିକ ଫିଲ୍ମ ଫେଷ୍ଟିଭାଲ୍ ଅଫ୍ ଇଣ୍ଡିଆ (IFFI) ୨୦୨୬ ପାଇଁ ଗଣମାଧ୍ୟମ ପ୍ରତିନିଧିଙ୍କ ପଞ୍ଜୀକରଣର ଶେଷ ତାରିଖକୁ…