ଜାତୀୟ ଖବର ଅକ୍ସିଜେନ କନସେଣ୍ଟ୍ରେଟରର ବିକ୍ରି ଉପରେ ୭୦ ପ୍ରତିଶତ ସୀମା ନିର୍ଦ୍ଧାରଣ କଲେ କେନ୍ଦ୍ର ସରକାର ନୂଆଦିଲ୍ଲୀ, କୋଭିଡ ମହାମାରୀ କାରଣରୁ ଦେଖାଦେଇଥିବା ଅଭୂତପୂର୍ବ ପରିସ୍ଥିତି କାରଣରୁ ନିକଟରେ ଅକ୍ସିଜେନ କନସେଣ୍ଟ୍ରେଟରଗୁଡ଼ିକର ସର୍ବାଧିକ ଖୁଚୁରା ମୂଲ୍ୟ (ଏମଆରପି) ବୃଦ୍ଧି ପାଇଛି। ଏହାକୁ ଦୃଷ୍ଟିରେ ରଖି…