ବିଶେଷ ଖବର ସମ୍ଭାବ୍ୟ ବାତ୍ୟା ‘ଅକୱାନ’: ମୁଖ୍ୟମନ୍ତ୍ରୀଙ୍କ ଉଚ୍ଚସ୍ତରୀୟ ବୈଠକ, ୧୧ଟି ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଭୁବନେଶ୍ୱର: ସମ୍ଭାବ୍ୟ ବାତ୍ୟା ‘ଅକୱାନ’ର ମୁକାବିଲା ଏବଂ ଏହାର ସମସ୍ତ ପ୍ରସ୍ତୁତି ପର୍ବକୁ ନେଇ ଆଜି ରାଜ୍ୟ ଏସ.ଆର୍.ସି. (SRC) କଣ୍ଟ୍ରୋଲ ରୁମ୍ଠାରେ ଏକ ଗୁରୁତ୍ୱପୂର୍ଣ୍ଣ ତଥା…