ଆଜିର ଖବର ଅଖଣ୍ଡତା ଓ ସ୍ୱଚ୍ଛତା ପାଇଁ ଶପଥ ନେଲେ ପୂର୍ବତଟ ରେଳପଥ କର୍ମଚାରୀ ଭୁବନେଶ୍ଵର: ସତ୍ୟ ନିଷ୍ଠାର ସଂସ୍କୃତିରୁ ରାଷ୍ଟ୍ରର ସମୃଦ୍ଧିକୁ ପ୍ରୋତ୍ସାହିତ କରିବା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପରେ ପୂର୍ବତଟ ରେଳପଥର ମହାପ୍ରବନ୍ଧକ ପରମେଶ୍ୱର ଫୁଙ୍କୱାଲ ଆଜି ପୂର୍ବାହ୍ନରେ ରେଳପଥର…