ଅଗଷ୍ଟ ୧୪

ନୂଆଦିଲ୍ଲୀ: ଅଗଷ୍ଟ ୧୪ ତାରିଖକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦେଶରେ ‘ବିଭଜନ ବିଭୀଷିକା ସ୍ମୃତି ଦିବସ’ ଭାବରେ ପାଳନ କରିବାକୁ ଘୋଷଣା କରିଛନ୍ତି। ଆଜି ପ୍ରଧାନମନ୍ତ୍ରୀ କହିଛନ୍ତି…