ଆଜିର ଖବର ଆଜି ଅଗଷ୍ଟ ୮ ତାରିଖ ମଙ୍ଗଳବାରରେ ଆଠଟି ରାଶିର ବ୍ୟକ୍ତିମାନେ ସ୍ବାସ୍ଥ୍ୟ ପ୍ରତି ଦିଅନ୍ତୁ ଧ୍ୟାନ ମେଷ- ଏକ ନୂତନ ଯୋଜନା ପ୍ରସ୍ତୁତ ହେବ। କାର୍ଯ୍ୟ ପ୍ରଣାଳୀରେ ଉନ୍ନତି ହେବ। ସାମାଜିକ କାର୍ଯ୍ୟ କରିବାକୁ ପ୍ରେରଣା ପାଇବେ । ସମ୍ମାନ ପାଇବେ । ନୂତନ ବ୍ୟବସାୟ…