ଆଜିର ଖବର ଆଇଏନଏସ ଚିଲିକାରେ ୨୦୨୬ ସଂସ୍କରଣ ଦ୍ୱିତୀୟ ବ୍ୟାଚ ଅଗ୍ନିବୀର ପାସିଂ ଆଉଟ ବାଲୁଗାଁ: ଶୁକ୍ରବାର ଅପରାହ୍ନରେ ଆଇଏନଏସ ଚିଲିକା ପ୍ୟାରେଡ଼ ଗ୍ରାଉଣ୍ଡ ଠାରେ ୨୦୨୬ ସଂସ୍କରଣ ଦ୍ୱିତୀୟ ବ୍ୟାଚ ଅଗ୍ନିବୀର ପାସିଙ୍ଗ ଆଉଟ୍ ପ୍ୟାରେଡ ଅନୁଷ୍ଠିତ ହୋଇଯାଇଛି। ଏହି ବ୍ୟାଚରେ…