ଆଜିର ଖବର ସ୍ୱଳ୍ପ ଦୂରଗାମୀ ବାଲିଷ୍ଟିକ୍ କ୍ଷେପଣାସ୍ତ୍ର ‘ଅଗ୍ନି-୧’ର ପ୍ରଶିକ୍ଷଣ ଉତ୍କ୍ଷେପଣ ସଫଳ ଭୁବନେଶ୍ଵର: ଓଡ଼ିଶା ଉପକୂଳ ଏପିଜେ ଅବଦୁଲ କଲାମ ଦ୍ୱୀପରୁ ୦୭ ଡିସେମ୍ବର, ୨୦୨୩ରେ ସ୍ୱଳ୍ପ ଦୂରଗାମୀ ବାଲିଷ୍ଟିକ୍ କ୍ଷେପଣାସ୍ତ୍ର ‘ଅଗ୍ନି-୧’ର ପ୍ରଶିକ୍ଷଣ ଉତ୍କ୍ଷେପଣ ସଫଳ ହୋଇଛି। ଅଗ୍ନି-୧…