ଆଜିର ଖବର ଶ୍ରୀ ଗଣେଷଙ୍କୁ ମଧ୍ୟ ଭଲ ପାଆନ୍ତି ପ୍ରଭୃ ଶ୍ରୀଜଗନ୍ନାଥ, ବର୍ଷକୁ ଥରେ ହୁଅନ୍ତି ଗଜାନନ ବେଶ ଭୁବନେଶ୍ବର: ଶ୍ରୀ ଗଣେଷ ହେଉଛନ୍ତି ଅଗ୍ରପୂଜ୍ୟ। ଯେତେ ପୂଜା କରାଯାଏ ପ୍ରଥମ ଗଣେଷଙ୍କୁ ହିଁ ଆବାହନ କରାଯାଇଥାଏ। ସେଥିପାଇଁ ସବୁ ଦେବାଦେବୀଙ୍କ ପୂଜା ପୂର୍ବରୁ ଶ୍ରୀ ଗଣେଷଙ୍କୁ…