ଆଞ୍ଚଳିକ ବଡ଼ସିରେଇପୁର ଅଙ୍ଗନବାଡି କର୍ମୀଙ୍କ ବଦଳି ଦାବି: ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣାରେ ବସିଲେ ଗ୍ରାମବାସୀ ସୀତାରାମ ଅଗ୍ରୱାଲ ବାଣପୁର: ବାଣପୁର ବ୍ଲକ ନରେନ୍ଦ୍ରପୁର ପଞ୍ଚାୟତ ଅନ୍ତର୍ଗତ ବଡ଼ସିରେଇପୁର ଗ୍ରାମରେ ଦୀର୍ଘ ଦିନ ଧରି ଅଙ୍ଗନବାଡି କେନ୍ଦ୍ରର କର୍ମୀଙ୍କୁ ନେଇ ଜାରି ରହିଥିବା ବିବାଦ…