ବିଶେଷ ଖବର ସେବା ନିବୃତ୍ତ ହେଉଥିବା ଅଙ୍ଗନବାଡୀ କର୍ମୀ ଓ ସହାୟକମାନଙ୍କ ପାଇଁ ପ୍ରୋତ୍ସାହନ ରାଶି ବୃଦ୍ଧି କଲେ ମୁଖ୍ୟମନ୍ତ୍ରୀ ଭୁବନେଶ୍ବର: ଗ୍ରାମାଞ୍ଚଳରେ ପିଲାମାନଙ୍କ ସ୍ବାସ୍ଥ୍ୟ, ପୁଷ୍ଟିସାଧନ ଓ ଶିକ୍ଷା ତଥା ମହିଳା ମାନଙ୍କ ସଚେତନତା କ୍ଷେତ୍ରରେ ଅଙ୍ଗନବାଡୀ କର୍ମୀ ମାନଙ୍କର ଗୁରୁତ୍ବପୂର୍ଣ୍ଣ ଭୂମିକା ରହିଛି। ଅଙ୍ଗନବାଡୀ ସେବା…