ଆଜିର ଖବର ବଡପୋଖରୀଆ ନିକଟରେ ସଡକ ଦୁର୍ଘଟଣା: ଅଜଣା ଗାଡି ଧକ୍କାରେ ଭଉଣୀ ମୃତ, ଭାଇ ଗୁରୁତର ଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲା ୧୬ ନଂ ଜାତୀୟ ରାଜପଥରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘାଟିଯାଇଛି। ଯେଉଁଥିରେ ଭଉଣୀର ମୃତ୍ୟୁ ହୋଇଥିବା ବେଳେ ଭାଇ ଗୁରୁତର ଅଛନ୍ତି।…