ଅଜଣା ବୃଦ୍ଧଙ୍କ ପ୍ରାଣହାନୀ

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ବ୍ରହ୍ମପୁର ବୈଦ୍ୟନାଥପୁର ଥାନା ଅନ୍ତର୍ଗତ ଲାଞ୍ଜିପଲି ଜାତୀୟ ରାଜପଥ ମୁଖ୍ୟ ରାସ୍ତାରେ ଏକ ଦୁର୍ଘଟଣା ଘଟିଯାଇଛି। ଯେଉଁଥିରେ ଜଣେ ବୃଦ୍ଧଙ୍କ ବିୟୋଗ…