ଆଜିର ଖବର ପୁଣି କଂଗ୍ରେସ କରିବ ଆନ୍ଦୋଳନ, ସାମ୍ବାଦିକ ସମ୍ମିଳନୀ କରି କହିଲେ ସଭାପତି ଭକ୍ତ ଦାସ ଭୁବନେଶ୍ଵର: ଆଜି ପ୍ରଦେଶ କଂଗ୍ରେସ କାର୍ଯ୍ୟାଳୟରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ପିସିସି ସଭାପତି ଶ୍ରୀ ଭକ୍ତ ଚରଣ ଦାସ, ରାଜ୍ୟ ପ୍ରଭାରୀ ଅଜୟ କୁମାର ଇଲୁ…