ଆଜିର ଖବର ନାକଟିଦେଉଳରେ ଯୁବକଙ୍କୁ ଧାରୁଆ ଅସ୍ତ୍ରରେ ଆକ୍ରମଣ ଅଭିଯୋଗ; ୮ ଜଣ ଅଟକ, ଗୁରୁତର ଆହତଙ୍କୁ ବୁର୍ଲା ସ୍ଥାନାନ୍ତର ରେଢ଼ାଖୋଲ: ସମ୍ବଲପୁର ଜିଲ୍ଲାର ନାକଟିଦେଉଳ ଥାନା ଅନ୍ତର୍ଗତ ଜଗନ୍ନାଥପ୍ରସାଦ ଗ୍ରାମରେ ଜଣେ ଯୁବକଙ୍କୁ ଧାରୁଆ ଅସ୍ତ୍ରରେ ଆକ୍ରମଣ କରାଯାଇଥିବା ଅଭିଯୋଗ ଆସିଛି। ଏହି ଘଟଣାରେ ନାକଟିଦେଉଳ ପୋଲିସ…