ଆଜିର ଖବର ଡିଏଭି ପୋଖରୀପୁଟରେ ‘ଅଟଳ ଟିଙ୍କରିଂ ଲାବ୍’ ର ଅଷ୍ଟମ ବାର୍ଷିକ ପୂର୍ତ୍ତି ଭୁବନେଶ୍ୱର: ଡିଏଭି ପୋଖରୀପୁଟରେ ‘ଅଟଳ ଟିଙ୍କରିଂ ଲାବରେଟୋରି’ର ଅଷ୍ଟମ ବର୍ଷ ପୂର୍ତ୍ତି ମହାସମାରୋହରେ ପାଳିତ ହୋଇଯାଇଛି। ବିଦ୍ୟାଳୟର ଛାତ୍ରଛାତ୍ରୀମାନେ ଅଭିନବ ଉପାୟରେ ଅନେକ ଗବେଷଣାତ୍ମକ କାର୍ଯ୍ୟ ଏହା…