ବିଶେଷ ଖବର ବିଦ୍ୟୁତ କ୍ଷେତ୍ରରେ ସଂସ୍କାର ପାଇଁ ଓଡ଼ିଶା ସମେତ ୧୦ଟି ରାଜ୍ୟକୁ ମିଳିଲା ଅତିରିକ୍ତ ୨୮,୨୦୪ କୋଟି ଟଙ୍କା ନୂଆଦିଲ୍ଲୀ: ଓଡ଼ିଶା ସମେତ ଦେଶର ୧୦ଟି ରାଜ୍ୟକୁ ୨୦୨୧-୨୨ ଆର୍ଥିକ ବର୍ଷରେ ବିଦ୍ୟୁତ କ୍ଷେତ୍ରରେ ସଂସ୍କାର ପାଇଁ ଅର୍ଥ ମନ୍ତ୍ରଣାଳୟର ବ୍ୟୟ ବିଭାଗ ପକ୍ଷରୁ ଅତିରିକ୍ତ ୨୮…