ଆଜିର ଖବର ସ୍ଥାୟୀ ସ୍ବତନ୍ତ୍ର ଶିକ୍ଷକ ନିଯୁକ୍ତି ମାମଲା: ଚାରି ସପ୍ତାହ ଭିତରେ ଅତିରିକ୍ତ ସତ୍ୟପାଠ ଦାଖଲ କରିବାକୁ ସର୍ବୋଚ୍ଚ ନ୍ୟାୟାଳୟଙ୍କ ନିର୍ଦ୍ଦେଶ ଭୁବନେଶ୍ଵର: ଦିବ୍ୟାଙ୍ଗ ବିଦ୍ୟାର୍ଥୀ ମାନଙ୍କ ଶିକ୍ଷା ପାଇଁ ସାଧାରଣ ବିଦ୍ୟାଳୟରେ ସ୍ଥାୟୀ ସ୍ବତନ୍ତ୍ର ଶିକ୍ଷକ ନିଯୁକ୍ତି ନିମନ୍ତେ ମାନ୍ୟବର ସୁପ୍ରିମକୋର୍ଟ ଡବ୍ଲୁ.ପି (ସି) ୧୩୨; ୨୦୧୬ ତା:…