ଆଜିର ଖବର ୭୦ତମ “ଅତି ବିଶିଷ୍ଟ ରେଳ ସେବା ପୁରଷ୍କାର- ୨୦୨୫” ରେ ସମ୍ମାନିତ ହେଲେ ୧୦୦ କର୍ମଚାରୀ ଭୁବନେଶ୍ୱର: ନୂଆଦିଲ୍ଲୀର ଦ୍ୱାରକାସ୍ଥିତ ଇଣ୍ଡିଆ ଇଣ୍ଟରନ୍ୟାସନାଲ କନଭେନସନ ଆଣ୍ଡ ଏକ୍ସପୋ ସେଣ୍ଟର (ଯଶୋଭୂମି) ରେ ଆୟୋଜିତ ଏକ ଭବ୍ୟ ସମାରୋହରେ ଭାରତୀୟ ରେଳବାଇ ୧୦୦ ଜଣ ଅତୁଳନୀୟ…