ଅତ୍ୟାବଶ୍ୟକ ସାମଗ୍ରୀର ଯୋଗାଣ

ଭୁବନେଶ୍ୱର: ପଶ୍ଚିମ ଏସିଆ ଯୁଦ୍ଧ ସଂକଟ ପରିପ୍ରେକ୍ଷୀରେ ଆଜି ଲୋକସେବା ଭବନଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟରେ ଅତ୍ୟାବଶ୍ୟକ ସାମଗ୍ରୀର ଯୋଗାଣ ସମ୍ପର୍କରେ ଜିଲ୍ଳାପାଳମାନଙ୍କ ସହିତ…