ଆଜିର ଖବର ଆଜି ୨୩ ତାରିଖ ଶୁକ୍ରବାରରେ ଏହି ରାଶିର ବ୍ୟକ୍ତିମାନେ ଅଦରକାରୀ ଖର୍ଚ୍ଚ ଆଉ ସ୍ୱାସ୍ଥ୍ୟ ପ୍ରତି ଦିଅନ୍ତୁ ଧ୍ୟାନ ମେଷ- ଆଶା ଏବଂ ନିରାଶା ମଧ୍ୟରେ ସମୟ ଅତିବାହିତ ହେବ। ଆର୍ଥିକ ଅସୁବିଧା ହେବ। ଅଯଥା ଖର୍ଚ୍ଚ ହେବ। ଘରର ବଜେଟ୍ ଖରାପ ହେବ। ଅନ୍ୟମାନଙ୍କଠାରୁ ଲାଭା ପାଇବା…