ଅଦାଲତ ଅବମାନନା ନୋଟିସ

ବାଣପୁର: ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ବାଣପୁର ଏନଏସି କାର୍ଯ୍ୟନିର୍ବାହୀ ଅଧିକାରୀ ନିଗମାନନ୍ଦ ନନ୍ଦଙ୍କୁ ହାଇକୋର୍ଟ ନୋଟିସ ଜାରି କରିଛନ୍ତି। ତାଙ୍କ ବିରୁଦ୍ଧରେ ହାଇକୋର୍ଟରେ ଅଦାଲତ ଅବମାନନା ମାମଲା…