ଆଜିର ଖବର ଅନୁଦାନପ୍ରାପ୍ତ ବେସରକାରୀ ମହାବିଦ୍ୟାଳୟରେ ନିଯୁକ୍ତ ହେଲେ 120 ଅଧ୍ୟାପକ ଭୁବନେଶ୍ବର, ରାଜ୍ୟର ଅନୁଦାନପ୍ରାପ୍ତ ମହାବିଦ୍ୟାଳୟରେ ରାଜ୍ୟ ଉଚ୍ଚଶିକ୍ଷା ବିଭାଗ 120 ଜଣ ଅଧ୍ୟାପକଙ୍କୁ ନିଯୁକ୍ତ ଦେଇଛନ୍ତି। ଏ ନେଇ ଆଜି ଉଚ୍ଚଶିକ୍ଷା ବିଭାଗ ତରଫରୁ ଏକ ବିଜ୍ଞପ୍ତି…