ଆଜିର ଖବର ୭ ଜୁନ୍ ପର୍ଯ୍ୟନ୍ତ ବୃଦ୍ଧି ହେଲା ଏନସିଇଆରଟିର ସିଇଇ-୨୦୨୬ ପାଇଁ ଆବେଦନର ଶେଷ ତାରିଖ ଭୁବନେଶ୍ୱର: ରାଷ୍ଟ୍ରୀୟ ଶୈକ୍ଷିକ ଅନୁସନ୍ଧାନ ଓ ପ୍ରଶିକ୍ଷଣ ପରିଷଦ (ଏନସିଇଆରଟି) ପକ୍ଷରୁ ଆୟୋଜିତ ସାଧାରଣ ପ୍ରବେଶିକା ପରୀକ୍ଷା (ସିଇଇ)-୨୦୨୬ ପାଇଁ ଅନଲାଇନ୍ ପଞ୍ଜୀକରଣ ଓ ଆବେଦନପତ୍ର ଦାଖଲର…