ଅନ୍ତରାଷ୍ଟ୍ରୀୟ ନିର୍ବାଚନରେ ହାରିଛନ୍ତି ବୋଲି ମାନିଲେ ଡୋନାଲ୍ଡ ଟ୍ରମ୍ପ, କିନ୍ତୁ ସେ ଯାହା କହିଲେ ତାକୁ ନେଇ ଚାରିଆଡେ ଚର୍ଚ୍ଚା ୱାସିଂଟନ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିର୍ବାଚନରେ ହାରିଛନ୍ତି ବୋଲି ରବିବାର ଦିନ ସ୍ବୀକାର କରିଛନ୍ତି। ହେଲେ ସେ କହିଛନ୍ତି ଯେ ଡେମୋକ୍ରାଟିକ ଦଳର ଜୋ ବିଡନେ…