ଆଜିର ଖବର ଫସଲ ରକ୍ଷା ପାଇଁ ସୋଆ କୃଷି ଛାତ୍ରଛାତ୍ରୀଙ୍କ ଦ୍ୱାରା ଟ୍ରାଇକୋକାର୍ଡ ପ୍ରବର୍ତ୍ତନ ଭୁବନେଶ୍ୱର: ଅନିଷ୍ଟକାରୀ କୀଟଙ୍କ କବଳରୁ ଫସଲ ରକ୍ଷା କରିବା ନିମନ୍ତେ ଟ୍ରାଇକୋକାର୍ଡ ବ୍ୟବହାର କରିବା ନିମନ୍ତେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ଏଗ୍ରିକଲ୍ଚରାଲ୍…