ଆଜିର ଖବର ଓଡ଼ିଶା ରାଜ୍ୟପାଳଙ୍କ ଏଡିସି ଭାବେ ଯୋଗ ଦେଲେ ଅନୁଗୁ ଶିବା ମାରୁତି ରେଡ୍ଡୀ ଭୁବନେଶ୍ୱର: ଆଇପିଏସ ଅଧିକାରୀ ଅନୁଗୁ ଶିବା ମାରୁତି ରେଡ୍ଡୀ ଆଜି ଓଡ଼ିଶାର ରାଜ୍ୟପାଳ ଡ. ହରି ବାବୁ କମ୍ଭମପାଟିଙ୍କ ଏଡିସି (ଏଡ୍-ଡି-କ୍ୟାମ୍ପ) ଭାବେ ଯୋଗ ଦେଇଛନ୍ତି। ଲୋକ…