ଜାତୀୟ ଖବର ଓଡ଼ିଶାରେ ହେବ ୧୦୦ ଚେସ୍ ପ୍ରଶିକ୍ଷଣ କେନ୍ଦ୍ର, ଫିଡେ ଉପାଧ୍ୟକ୍ଷଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରତିଶ୍ରୁତି ଭୁବନେଶ୍ୱର: ଓଡ଼ିଶା ଗସ୍ତରେ ଆସିଥିବା ଅନ୍ତର୍ଜାତୀୟ ଚେସ୍ ମହାସଂଘ ପରିଚାଳନା ବୋର୍ଡର ଉପାଧ୍ୟକ୍ଷ ତଥା ଲାଟଭିଆ ଗଣତନ୍ତ୍ରର ପୂର୍ବତନ ଅର୍ଥ ଓ ଅର୍ଥନୀତି ମନ୍ତ୍ରୀ ଡାନା ରିଜନିସ୍…