ଅନ୍ତରାଷ୍ଟ୍ରୀୟ ଭାରତରେ ଅନୁଷ୍ଠିତ ହେବ ୧୭ ବର୍ଷରୁ କମ୍ ମହିଳା ଫୁଟବଲ ବିଶ୍ୱକପ ନୂଆଦିଲ୍ଲୀ: ଅନ୍ତର୍ଜାତୀୟ ଫୁଟବଲ ମହାସଂଘ (ଫିଫା)ର ୧୭ ବର୍ଷରୁ କମ୍ ମହିଳା ବିଶ୍ୱ କପ୍ ୨୦୨୨ ଭାରତରେ ଆୟୋଜିତ ହେବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ…