ଆଜିର ଖବର ଭାରତୀୟ ମୁଦ୍ରାରେ ଅନ୍ତର୍ଜାତୀୟ ବାଣିଜ୍ୟ କାରବାର ପାଇଁ କେନ୍ଦ୍ର ସରକାରଙ୍କ ମଞ୍ଜୁରି ନୂଆଦିଲ୍ଲୀ: ଭାରତୀୟ ମୁଦ୍ରା ବା ଟଙ୍କା (ଆଇଏନଆର)ରେ ଅନ୍ତର୍ଜାତୀୟ ବାଣିଜ୍ୟ କାରବାର ପାଇଁ ଅନୁମତି ଦେବା ଲାଗି ବୈଦେଶିକ ବାଣିଜ୍ୟ ନୀତି ଏବଂ ପଦ୍ଧତି ପୁସ୍ତିକାରେ ଆବଶ୍ୟକ…