ଆଜିର ଖବର ପ୍ରଥମ ଥର ପାଇଁ ରାୟପୁରରେ ଖେଳାଯିବ ଅନ୍ତର୍ଜାତୀୟ ମ୍ୟାଚ୍, ଜାଣନ୍ତୁ ପିଚ୍ ରିପୋର୍ଟ ଏବଂ ପାଣିପାଗ ସ୍ଥିତି ନୂଆଦିଲ୍ଲୀ: ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ଚାଲିଥିବା ଦିନିକିଆ ସିରିଜର ଦ୍ୱିତୀୟ ମ୍ୟାଚ୍ ଜାନୁଆରୀ ୨୧ ତାରିଖରେ ଖେଳାଯିବ। ଦୁଇ ଦଳ ମଧ୍ୟରେ ମ୍ୟାଚ୍ ରାୟପୁରର ସହିଦ…