ଆଜିର ଖବର ଦିଲ୍ଲୀ ବିଶ୍ୱବିଦ୍ୟାଳୟର ଅନ୍ତର୍ଜାତୀୟ ସେମିନାରକୁ ଉଦ୍ଘାଟନ କଲେ କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ନୂଆଦିଲ୍ଲୀ/ଭୁବନେଶ୍ୱର: ସ୍ୱରାଜର ବାଖ୍ୟାରେ ସ୍ୱଦେଶୀ, ସ୍ୱଭାଷା, ସ୍ୱଧର୍ମ, ଆମର ସଂସ୍କତି ଏବଂ ଦେଶର ସର୍ବୋଚ୍ଚ ବିଚାର ସର୍ବପ୍ରଥମେ ସ୍ୱତଃପ୍ରବୃତ ମନକୁ ଆସିଥାଏ। କିନ୍ତୁ ସ୍ୱାଧୀନତା ପରବର୍ତୀ ସମୟରେ…