ଆଞ୍ଚଳିକ ବାଲୁଗାଁ: ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷlକେନ୍ଦ୍ରର ଏକବିଂଶ ବାର୍ଷିକ ଉତ୍ସବ ବାଲୁଗାଁ: ବାଲୁଗାଁ ଗୋପବନ୍ଧୁ ନଗରସ୍ଥିତ ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ରର ଏକବିଂଶ ତମ ବାର୍ଷିକ ଉତ୍ସବ ‘ଅନ୍ଵେଷା’ ଆଜି ଚେତନାଶକ୍ତି ନିଳୟ ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି। ଶିକ୍ଷାକେନ୍ଦ୍ରର ସଭାପତି…