ଅପରାଧ ଗୋଟାଏ ଦିନରେ ୧୧ ଅଭିଯୁକ୍ତଙ୍କୁ ଗିରଫ କଲା ବାଲୁଗାଁ ପୋଲିସ, ଅପରାଧିକ ସୂଚନା ପାଇଁ ନମ୍ବର ଜାରି ସୀତାରାମ ଅଗ୍ରୱାଲ ବାଲୁଗାଁ: ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ ପୋଲିସ ବିଭିନ୍ନ ଅପରାଧିକ ମାମଲାରେ ଏକାଧିକ ଅଭିଯୁକ୍ତଙ୍କୁ ଗିରଫ କରିଛି। ସୂଚନା ମୁତାବକ ଗତକାଲି ରାତିରେ ବାଲୁଗାଁ ଥାନା…