ଅପରେସନ୍ ଅଲିଭିଆ

ଭୁବନେଶ୍ଵର: ସାମୁଦ୍ରିକ ସଂରକ୍ଷଣକୁ ପ୍ରୋତ୍ସାହିତ କରିବା ପାଇଁ ଭାରତୀୟ ତଟରକ୍ଷୀ ବାହିନୀ (ଇଣ୍ଡିଆନ କୋଷ୍ଟ ଗାର୍ଡ)ର ବାର୍ଷିକ ମିଶନ ‘ଅପରେସନ୍ ଅଲିଭିଆ’ ଉଲ୍ଲେଖନୀୟ ସଫଳତା ପାଇଛି । ଭାରତୀୟ…