ଜାତୀୟ ଖବର ‘ଅପରେସନ୍ ମନସୁନ୍ ଥଣ୍ଡର’ର ସଫଳତା ପାଇଁ ଏନସିବି ଓ ୟୁଏସ୍ ଡିଇଏକୁ ଗୃହମନ୍ତ୍ରୀଙ୍କ ଅଭିନନ୍ଦନ ନୂଆଦିଲ୍ଲୀ: କେନ୍ଦ୍ର ଗୃହ ତଥା ସମବାୟ ମନ୍ତ୍ରୀ ଅମିତ ଶାହ ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ (ଏନସିବି) ଏବଂ ଆମେରିକାର ଡ୍ରଗ୍ ଏନଫୋର୍ସମେଣ୍ଟ ଆଡମିନିଷ୍ଟ୍ରେସନ୍ (ଡିଇଏ) କୁ ଅପରେସନ…