ବିଶେଷ ଖବର ଅବ୍ୟବହୃତ ସରକାରୀ ସମ୍ପତ୍ତିକୁ ମିଶନ ଶକ୍ତି ମହାସଂଘମାନଙ୍କୁ ହସ୍ତାନ୍ତର ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ଜିଲ୍ଲା, ବ୍ଲକ ଏବଂ ପଞ୍ଚାୟତ ମାନଙ୍କ ରେ ଥିବା ଅବ୍ୟବହୃତ ସରକାରୀ ସମ୍ପତ୍ତିକୁ ସମ୍ପୃକ୍ତ ଜିଲ୍ଲାର ଜିଲ୍ଲା, ବ୍ଳକ ଓ ପଞ୍ଚାୟତ ସ୍ତରରେ…