ଆଜିର ଖବର ବରିଷ୍ଠ ଅଭିନେତା ଧର୍ମେନ୍ଦ୍ର ଡାକ୍ତରଖାନାରେ ଭର୍ତ୍ତି, ତାଙ୍କ ସ୍ୱାସ୍ଥ୍ୟବସ୍ଥା ବିଷୟରେ ଜାଣନ୍ତୁ ଅପଡେଟ ମୁମ୍ବାଇ: ବଲିଉଡର ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ସ୍ୱାସ୍ଥ୍ୟ ଅବସ୍ଥା ବିଗିଡି ଯାଇଛି। ଏହି କାରଣରୁ ତାଙ୍କୁ ଦକ୍ଷିଣ ମୁମ୍ବାଇର ଏକ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ସୂତ୍ରରୁ ପ୍ରକାଶ…