ଆଜିର ଖବର ୨୦୨୨-୨୩ ଆର୍ଥିକ ବର୍ଷରେ ମୋଟ ପ୍ରତ୍ୟକ୍ଷ ଟିକସ ସଂଗ୍ରହ କ୍ଷେତ୍ରରେ ୩୦% ଅଭିବୃଦ୍ଧି ହାସଲ ନୂଆଦିଲ୍ଲୀ: ଦେଶରେ ପ୍ରତ୍ୟକ୍ଷ ଟିକସ ସଂଗ୍ରହ ହାରରେ ଉଲ୍ଲେଖନୀୟ ଅଭିବୃଦ୍ଧି ଘଟିଛି। ଏଥିରେ କରୋନା ମହାମାରୀ ପରେ ଦେଶରେ ଅର୍ଥନୀତିକ କାର୍ଯ୍ୟକଳାପ ସ୍ୱାଭାବିକ ଅବସ୍ଥାକୁ ଫେରିଥିବାର ସ୍ପଷ୍ଟ…