ଆଜିର ଖବର ବ୍ୟବସାୟୀଙ୍କ ଗଳା କାଟି ହତ୍ୟା, ଫେରାର ବେଳେ ଦୁର୍ଘଟଣାରେ ଜଣେ ଅଭିଯୁକ୍ତ ମୃତ ସୁନ୍ଦରଗଡ଼ ଜିଲ୍ଲାରେ ଘଟିଛି ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ। ଝାରଖଣ୍ଡର ଜଣେ ବ୍ୟବସାୟୀଙ୍କୁ ଗଳା କାଟି ହତ୍ୟା କରାଯାଇଛି। ପ୍ରାଥମିକ ସୂଚନା ଅନୁସାରେ, ଏହି ହତ୍ୟାକାଣ୍ଡରେ ୩ ଜଣ…